୨୬ରୁ ଅତି ସାଂଘାତିକ ହେବ ହିଟୱେଭ, ୨ ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା
ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଗ୍ରୀଷ୍ମ ଲହରୀ ଆତଙ୍କ। ଗତ କିଛି ଦିନ ଧରି ଭୟଙ୍କର ତାତିରେ ଭାଜି ହେଉଛି ଓଡ଼ିଶା । ଆଗକୁ ଆହୁରି ଅସହ୍ୟ ହେବ। ୨୬ରୁ ଅତି ସାଂଘାତିକ ହେବ ହିଟ ୱେଭ । ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ । ହିଟ ୱେଭରୁ ସିଭିଅର ହିଟ ୱେଭ ଜାରି ରହିବା ଆଶଂକା ରହିଛି। ୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିପାରେ।
ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ…
Read More...