ଟ୍ରକ୍କୁ ପଛରୁ ପିଟିଲା ଆଉ ଏକ ଟ୍ରକ୍ ; ହେଲପର ମୃତ, ଡ୍ରାଇଭର ଗୁରୁତର
ବାଲୁଗାଁ (କେନ୍ୟୁଜ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନଂ ଜାତୀୟ ରାଜପଥ ବେଲପଡା ଛକରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଟ୍ରକ୍କୁ ପଛରୁ ଆସୁଥିବା ଏକ ଟ୍ରକ୍ ପିଟିଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି।
ସୂଚନା ମୁତାବିକ ବାଲୁଗାଁ ବାଇପାସ ୧୬ ନମ୍ବର ଜାତୀୟ ରାଜପଥ ବେଲପଡା ପେଟ୍ରୋଲ ପମ୍ପ ନିକଟରେ ଦଶ…
Read More...