Below header

ସୁନା ଦାମରେ ପରିବର୍ତ୍ତନ, ରାଜ୍ୟରେ ୧୦ ଗ୍ରାମ ସୁନାକୁ ଏତିକି ଟଙ୍କା

ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୦୬୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୦୬୦ଟଙ୍କା ରହିଛି । ତେବେ ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡିଶାରେ କେତେ ରହିଛି ସୁନା ଦର । ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୦୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୦୬୦ ହୋଇଛି ।

ଆଗକୁ ଆସୁଛି ବିବାହ ଋତୁ । ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ସୁନା କିଣିବାକୁ ଚିନ୍ତାରେ ପଡିଲେଣି ଗ୍ରାହକ । କିଛି ଦିନ ହେବ ସୁନାର ଦାମ୍ ଆକାଶ ଛୁଆଁ ରହୁଛି । ତେବେ ଆଜି ସୁନା ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି ।

ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୦୬୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୦୬୦ଟଙ୍କା ରହିଛି । ତେବେ ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡିଶାରେ କେତେ ରହିଛି ସୁନା ଦର । ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୦୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୦୬୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୧୧୦ ଟଙ୍କା ଓ ୭୨,୧୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୨୧୦ ଟଙ୍କା ଓ ୭୨,୨୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୧୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨,୧୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୦୬୦ ଟଙ୍କା ଓ ୭୨,୦୬୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୪ ହଜାର ୧୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.