ବ୍ୟବସାୟ ଓ ଅର୍ଥନୀତି

ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି କି, ଜାଣି ରଖନ୍ତୁ କେତେ ରହିଛି ଦାମ୍

ଆଜି ସୁନା ଦରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିନାହିଁ। ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି ତେବେ ଜାଣି ରଖନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୦୭୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୩୦୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୮,୩୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୩, ୭୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୫, ୦୦୦ ଟଙ୍କା ରହିଛି ।

Sonalisa

Recent Posts

୧୦ ଟଙ୍କିଆ ଥଣ୍ଡା ପାନୀୟ ଭିତରୁ ବାହାରିଲା କଣ୍ଡୋମ୍: ଆଶ୍ଚର୍ଯ୍ୟ ଲାଗୁଛି ନା, କିନ୍ତୁ ଘଟଣାଟି ସତ

ମୋହନା(କେନ୍ୟୁଜ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଥିବାବେଳେ ଗଜପତି ଜିଲ୍ଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି…

2 mins ago

ପୁଣି ବିରୋଧୀଙ୍କ ଉପରେ ବର୍ଷିଲେ ପାଣ୍ଡିଆନ୍, କହିଲେ ଚାଷୀଙ୍କ ପାଇଁ କିଛି କରିନି ବିଜେପି

ଭୁବନେଶ୍ୱର (କେନ୍ୟୁଜ): ବିଜେପି ଉପରେ ପୁଣି ବର୍ଷିଲେ କାର୍ତ୍ତିକ ପାଣ୍ଡିଆନ୍ । କେନ୍ଦ୍ରରେ ଦଶ ବର୍ଷ କ୍ଷମତାରେ ରହିବା ସତ୍ତ୍ବେ…

13 mins ago

ସେଣ୍ଟ୍ରାଲ ବ୍ୟାଙ୍କରେ ଖାଲିପଡିଛି ଅନେକ ପଦବୀ, ଇଣ୍ଟରଭ୍ୟୁରେ ହେବ ଚୟନ

ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ବ୍ୟାଙ୍କରେ ବିଭିନ୍ନ ପଦବୀ…

18 mins ago

ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ, SCB ମେଡିକାଲରେ ଭର୍ତ୍ତି

କଟକ (କେନ୍ୟୁଜ): କଟକ scb ବଡ଼ ମେଡିକାଲରେ ଭର୍ତ୍ତି ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ।  ସ୍ୱାସ୍ଥ୍ୟ ଅବସ୍ଥା ଖରାପ…

2 hours ago

ଜୟପୁର ସହରରୁ ଜବତ ହୋଇଛି ମାଳ ମାଳ ନକଲି ଗୁଟୁଖା ! ବ୍ୟବସାୟୀ କହୁଛନ୍ତି ‘ମୁଁ କିଛି ଜାଣିନି’

ଜୟପୁର(କେନ୍ୟୁଜ): ହୋଇଯାଆନ୍ତୁ ସାମଧାନ । ବିଡ଼ି, ସିଗାରେଟ, ଗୁଟୁଖା,ଖଇନି ଖାଉଥିଲେ ଚାଲିଯିବ ଜୀବନ । କାଳ ସାଜିପାରେ ଗୁଟୁଖା ଖାଇବା…

2 hours ago

ପେଟ୍ରୋଲ-ଡିଜେଲ ଦର : ଚେକ୍ କରନ୍ତୁ ମୂଲ୍ୟରେ କେତେ ହେଲା ପରିବର୍ତ୍ତନ

ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି…

2 hours ago