ବ୍ୟବସାୟ ଓ ଅର୍ଥନୀତି

ନଜର ପକାନ୍ତୁ ଆଜିର ସୁନା ଦର କେତେ ରହିଛି

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୬୨୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୬୫୦ ଟଙ୍କା ଓ ୫୯,୬୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୬୫୦ ଟଙ୍କା ଓ ୫୯,୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୮୦୦ଟଙ୍କା ଓ ୫୯,୬୨୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୬୫୦ଟଙ୍କା ଓ ୫୯,୬୨୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୦୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Sonalisa

Recent Posts

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

7 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

36 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

54 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago