ବ୍ୟବସାୟ ଓ ଅର୍ଥନୀତି

ଶେଷ ରଜରେ କିଣି ଆଣନ୍ତୁ ସୁନା, ଜାଣନ୍ତୁ କେତେ ରହିଛି ଦର

କେନ୍ୟୁଜ (ବ୍ୟୁରୋ) : ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ୍ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୮୯୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୫ ହଜାର ୯୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୫,୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧,୮୯୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୫,୯୦୦ ଟଙ୍କା ଓ ୭୧,୮୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୫୦୦ ଟଙ୍କା ଓ ୭୨,୫୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୫୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୫,୯୦୦ ଟଙ୍କା ଓ ୭୨,୮୯୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୯୦,୫୦୦ ଟଙ୍କା ହୋଇଛି ।

Sonalisa

Recent Posts

ଆଜିଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ସ୍ବାଗତ ପାଇଁ ଜନ୍ମମାଟି ଭବ୍ୟ ପ୍ରସ୍ତୁତି

ଭୁବନେଶ୍ୱର (କେନ୍ୟୁଜ): ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…

3 mins ago

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

18 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

28 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

37 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

53 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

1 hour ago