ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜି ଆପଣଙ୍କ ସହରରେ ୧୦ ଗ୍ରାମ୍ ପ୍ରତି କେତେ ରହିଛି ସୁନା ମୂଲ୍ଯ

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତାହେଲେ ଏଇଠାରେ ପ୍ରତିଦିନ ଏଠାରେ ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୦୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୬,୦୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୯୦୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୯୮୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୫,୦୬୦ ଟଙ୍କା ଓ ୪୬,୦୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୨୦୦ ଟଙ୍କା ଓ ୫୦,୨୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୩୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୧୦୦ ଟଙ୍କା ଓ ୪୯,୯୧୦ ଟଙ୍କା ରହିଛି ।ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦ ଟଙ୍କା କମି ୭୧,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Sonalisa

Recent Posts

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

5 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

17 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

23 mins ago

ଶପଥ ନେବା ପାଇଁ ଟ୍ରାକ୍ଟରରେ ସଂସଦ ପହଞ୍ଚିଲେ ରାଜସ୍ଥାନର ସାଂସଦ ଅମରାରାମ, ଭିଡିଓ ଭାଇରଲ

ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…

28 mins ago

ସାପ ଧରିବାକୁ ଯାଇଥିଲେ, ହେଲେ ଜାରରେ ଭର୍ତ୍ତି କରିବା ସମୟରେ କାମୁଡିଦେଲା ହାତକୁ

ସୁବର୍ଣ୍ଣପୁର : ସାପ କାମୁଡାରେ ସାପ ଧରାଳୀର ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ଘଟିଯାଇଛି ଏଭଳି ଏକ…

29 mins ago

Airtel ୟୁଜର୍ସଙ୍କ ପାଇଁ ଖୁସି ଖବର, ୮୪ ଦିନ ଭାଲିଡିଟି ସହ ପ୍ରତିଦିନ ମିଳିବ ୩GB ଡାଟା

ଦେଶର ଦ୍ୱିତୀୟ ବୃହତ୍ତମ ଟେଲିକମ୍ କମ୍ପାନୀ ଏୟାରଟେଲ୍ ଏହାର ଉନ୍ନତ କନେକ୍ଟିଭିଟି ପାଇଁ ବେସ ଜଣାଶୁଣା । ଦେଶର ଦୂରବର୍ତ୍ତୀ…

1 hour ago