ବ୍ୟବସାୟ ଓ ଅର୍ଥନୀତି

ଓଡିଶା ଡାକ ବିଭାଗରେ ଖାଲିପଡିଛି ୨୦୬୦ଟି ପଦବୀ, ଜଲଦି କରନ୍ତୁ ଆବେଦନ

ଆପଣ ଓଡିଶାରେ ଚାକିରି ଖୋଜୁଛନ୍ତି କି ? ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଓଡିଶା ସରକାରଙ୍କ ଅଧିନରେ ଗ୍ରାମୀଣ ଡାକ ସେବକ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ବିଭାଗ ପାଇଁ ୨୦୬୦ଟି ପଦବୀ ଖାଲିପଡିଛି। ଏଥିପାଇଁ ଯୋଗ୍ୟ ଏବଂ ଇଚ୍ଛୁକ ପ୍ରାର୍ଥୀ ଅନଲାଇନ ମାଧ୍ୟମରେ ଜଲଦି କରନ୍ତୁ ଆବେଦନ।

ପଦବୀ ସଂଖ୍ୟା:

ଗ୍ରାମୀଣ ଡାକ ସେବକ : ୨୦୬୦

ତାରିଖ : ଆବେଦନ କରିବାର ତାରିଖ ୧ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ବେଳେ ଆବେଦନ କରିବାର ଶେଷ ତାରିଖ ୩୦ ସେପ୍ଟେମ୍ବର ରହିଛି।

ଶିକ୍ଷାଗତ ଯୋଗ୍ୟତା : ଇଚ୍ଛୁକ ପ୍ରାର୍ଥୀ ଦଶମ ପାସ୍‌ କରିଥିବା ନିହାତି ଆବଶ୍ୟକ। ଏହାସହିତ କମ୍ପ୍ୟୁଟରରେ ସର୍ବନିମ୍ନ ଯୋଗ୍ୟତା ଜାଣିଥିବା ଦରକାର। ଏହାଛଡା ପ୍ରାର୍ଥୀ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ମାତୃଭାଷାରେ ଶିକ୍ଷାଗତ ଯୋଗ୍ୟତା ଥିବା ଦରକାର।

ବୟସ : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ସର୍ବନିମ୍ନ ୧୮ ବର୍ଷ ହୋଇଥିବା ବେଳେ ସର୍ବାଧିକ ବୟସ ୪୦ ବର୍ଷ ହୋଇଥିବା ଆବଶ୍ୟକ।

କେମିତି କରିବେ ଆବେଦନ :

ପ୍ରଥମେ Odisha Post Office Recruitment 2020 ଲିଙ୍କରେ କ୍ଲିକ କରନ୍ତୁ। ପେଜ ଓପନ ହେବା ପରେ ନିର୍ଦ୍ଦେଶାବଳୀକୁ ପଢି ଅନଲାଇନ ପୂରଣ କରନ୍ତୁ।

Swagatika

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

4 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

15 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

28 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

31 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

51 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago