ବ୍ୟବସାୟ ଓ ଅର୍ଥନୀତି

ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

କେନ୍ୟୁଜ୍ (ବ୍ୟୁରୋ): ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଅଳ୍ପ କମି ୧୦୩ ଟଙ୍କା ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୮ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛି ପରିବର୍ତ୍ତନ ହୋଇ ହୋଇଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Sonalisa

Recent Posts

ଓଡ଼ିଆ ସଂସ୍କୃତି ଓ ଅସ୍ମିତାର ପର୍ବ ହେଉଛି ରଜ: ଗୁରୁଜୀ ଡକ୍ଟର ଚନ୍ଦ୍ରଭାନୁ ଶତପଥୀ

ନୂଆଦିଲ୍ଲୀ : ରଜ ପର୍ବ ଉପଲକ୍ଷେ ଗୁରୁଜୀ ଡକ୍ଟର ଚନ୍ଦ୍ରଭାନୁ ଶତପଥୀ ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ହାର୍ଦ୍ଦିକ…

13 mins ago

ଟି୨୦ ବିଶ୍ୱକପ ୨୦୨୪: ଭଙ୍ଗାଗଲା ନାସାଉ କାଉଣ୍ଟି ଷ୍ଟାଡିୟମ, ଖର୍ଚ୍ଚ ହୋଇଥିଲା ୨୫୦ କୋଟି

ଟି-୨୦ ବିଶ୍ୱକପରେ ସବୁଠାରୁ ଅଧିକ ଚର୍ଚ୍ଚାରେ ରହିଛି ନ୍ୟୁୟର୍କର ନାସାଉ କାଉଣ୍ଟି କ୍ରିକେଟ ଷ୍ଟାଡିୟମ । ମାତ୍ର ୩ ମାସରେ…

14 mins ago

ଅତ୍ୟଧିକ କେଶ ଝଡିବା ଯୋଗୁ ଚିନ୍ତିତ କି ? ଟ୍ରାଏ କରନ୍ତୁ ଏହି ଘର ତିଆରି ତେଲ

ସୁନ୍ଦର ଲମ୍ବା କେଶ ଏବଂ ମୋଟା କେଶ ପାଇବା ପାଇଁ ଲୋକମାନେ ଅନେକ ଉପାୟ ଚେଷ୍ଟା କରନ୍ତି । କିନ୍ତୁ…

21 mins ago

କାଶ୍ମୀରକୁ ନେଇ ଉତ୍ତେଜିତ ଭାଷଣ, ବଢ଼ିଲା ଲେଖିକା ଅରୁନ୍ଧତୀ ରାୟଙ୍କ ସମସ୍ୟା; ଚାଲିବ UAPA ଅଧୀନରେ ମକଦ୍ଦମା

ବିଶିଷ୍ଟ ଲେଖିକା ଅରୁନ୍ଧତୀ ରାୟଙ୍କ ବିରୋଧରେ UAPA (ୟୁଏପିଏ) ଅଧୀନରେ ମକଦ୍ଦମା ଚାଲିବ । ଦିଲ୍ଲୀ ଏଲ୍‌ଜି ଭି.କେ. ସକ୍ସେନା…

24 mins ago

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, ପାଟନା ହସ୍ପିଟାଲରେ ଭର୍ତ୍ତି

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା । ଆଜି ସକାଳେ ହଠାତ୍‌ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ପାଟନାର…

35 mins ago

୧୮ ରୁ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ, ପ୍ରଥମ ଦିନରୁ ମଧ୍ୟାହ୍ନ ଭୋଜନ ଦିଆଯିବା ନେଇ ନିର୍ଦ୍ଦେଶ

ଭୁବନେଶ୍ବର: ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ…

39 mins ago