ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜିର ସୁନା ଓ ରୂପା ଦର

ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ । ତେବେ ଆଜି ଦର ବୃଦ୍ଧି ଘଟିଛି କି କମ୍ ହୋଇଛି ଆସନ୍ତୁ ଜାଣିବା। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୩୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୭୫୦ ଟଙ୍କା ଟଙ୍କା ଓ ୬୩ ,୦୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୭,୭୫୦ ଟଙ୍କା ଓ ୬୩ ,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୭,୯୦୦ ଟଙ୍କା ଓ ୬୩ ,୧୫୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୭,୭୫୦ ଟଙ୍କା ଓ ୬୩ ,୦୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩ ,୭୦୦ ଟଙ୍କା ରହିଥିବା ନେଇ ହୋଇଛି।

 

Sonalisa

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

46 mins ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

1 hour ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

1 hour ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

2 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

2 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

2 hours ago