ବ୍ୟବସାୟ ଓ ଅର୍ଥନୀତି

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ କେତେ ରହିଛି ଆଜିର ଦର

କେନ୍ୟୁଜ୍(ବ୍ୟୁରୋ):  ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ କେତେ ରହିଛି ଆଜିର ଦର। ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୪୪୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୪୦୦ ଟଙ୍କା ଓ ୬୦,୪୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୪୦୦ଟଙ୍କା ଓ ୬୦,୪୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୫୫୦ ଟଙ୍କା ଓ ୬୦,୫୯୦ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୭୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୪୦୦ ଟଙ୍କା ଓ ୬୦,୪୪୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୮,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Sonalisa

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

19 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

50 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

53 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

56 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

1 hour ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago