ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ କମିଛି ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି

ଯଦି ଆପଣଙ୍କର କିମ୍ୱା ଘରେ କାହାର ବାହାଘର ଅଛି, ତେବେ ଖୁସି ଖବର । ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ତେଣୁ ବିଳମ୍ୱ ନକରି ତୁରନ୍ତ, ସୁନା ଗହଣା କିଣି ଆଣନ୍ତୁ । ଯିବା ପୂର୍ବରୁ ନୂଆ ଦର ଉପରେ ନଜର ପକାନ୍ତୁ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୦୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୩, ୨୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୬୯, ୭୦୦ ଟଙ୍କା ରହିଛି ।

Sonalisa

Recent Posts

ପୋଲ ଉପରୁ ଖସିଲା ବାଇକ୍, ଜଣେ ମୃତ; ଜଣେ ଗୁରୁତର

ସାଲେପୁର (କେନ୍ୟୁଜ): ପୋଲ ଉପରୁ ଖସିଲା ବାଇକ୍ । ଜଣେ ମୃତ, ଜଣେ ଗୁରୁତର । ମାହାଙ୍ଗା ବରଦିଆ ନିକଟ…

11 seconds ago

ଆଜିଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ସ୍ବାଗତ ପାଇଁ ଜନ୍ମମାଟି ଭବ୍ୟ ପ୍ରସ୍ତୁତି

ଭୁବନେଶ୍ୱର (କେନ୍ୟୁଜ): ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…

15 mins ago

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

29 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

40 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

48 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

1 hour ago