ବ୍ୟବସାୟ ଓ ଅର୍ଥନୀତି

ଆଜିର ସୁନା ଦର ଉପରେ ଥରେ ନଜର ପକାନ୍ତୁ

ଯଦି ଆପଣଙ୍କର କିମ୍ୱା ଘରେ କାହାର ବାହାଘର ଅଛି, ତେବେ ଖୁସି ଖବର । ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ତେଣୁ ବିଳମ୍ୱ ନକରି ତୁରନ୍ତ, ସୁନା ଗହଣା କିଣି ଆଣନ୍ତୁ । ଯିବା ପୂର୍ବରୁ ନୂଆ ଦର ଉପରେ ନଜର ପକାନ୍ତୁ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୨୭୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୬୫୦ ଟଙ୍କା ଓ ୬୩,୯୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୫୦୦ ଟଙ୍କା ଓ ୬୩,୮୨୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୬୯, ୯୦୦ ଟଙ୍କା ରହିଛି ।

Sonalisa

Recent Posts

ନବୀନ ନିବାସରେ ବିଜେଡିର ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ନବୀନ ନିବାସରେ ବିଜେଡିର ବୈଠକ । ନବ ନିର୍ବାଚିତ ବିଜେଡି ବିଧାୟକଙ୍କ ନବୀନ ନିବାସରେ ଭିଡ଼ । ନବୀନ…

16 mins ago

ଏନଡିଏର ପୂର୍ଣ୍ଣ ସମର୍ଥନ, ପ୍ରଧାନମନ୍ତ୍ରୀ ହେବେ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ : ନରେନ୍ଦ୍ର ମୋଦି ଆଗାମୀ ପ୍ରଧାନମନ୍ତ୍ରୀ । ଏନଡିଏ ବୈଠକରେ ପ୍ରଧାନମନ୍ତ୍ରୀ ଭାବେ ମୋଦିଙ୍କ ନାମରେ ମୋହର ବାଜିଛି…

47 mins ago

ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ ସବୁଠୁ ଦୀର୍ଘ ସମୟ ଧରି ଶାସନ କ୍ଷମତାରେ ରହିଲେ। ୨୪ ବର୍ଷ ୩ ମାସର ଲମ୍ବା ଶାସନ…

52 mins ago

ମଝି ରାସ୍ତାରେ ଯୁବକଙ୍କ ହରକତ୍‌ ଦେଖି ରାଗିକି ପାଚିଗଲା ହାତୀ, ତାପରେ କଣ କଲା ଦେଖନ୍ତୁ

ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି ଏକ ଛାତି ଥରା ଦୃଶ୍ୟ । ଯାହାକୁ ଯିଏ ଦେଖୁଛି ସେ ଡରିଯାଉଛି…

55 mins ago

ଗୋଟେ କି ଦୁଇଟି ଗାଡି ନୁହେଁ ଏକାଥରେ ୭ଟି ଗାଡି ଦେଇଛନ୍ତି ପରସ୍ପରକୁ ଧକ୍କା

କେନ୍ଦୁଝର (କେନ୍ୟୁଜ) : ରାସ୍ତା ଉପରେ ଏ ଚିତ୍ରକୁ ଯିଏ ଦେଖୁଥିଲା ଲୋମ ଟାଙ୍କୁରୀ ଯାଉଥିଲା ଭୟରେ । କେହି…

1 hour ago

ମହାନଦୀ ସେତୁ ଭିତରକୁ ଛିଟିକି ପଡିଲା ଡିଜେଲ ବୋଝେଇ ଟ୍ରକ

ସୋନପୁର(କେନ୍ୟୁଜ୍‌): ସୋନପୁର ମହାନଦୀ ସେତୁ ଉପରେ ଡିଜେଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବର୍ତ୍ତିଲେ ଚାଳକ । ଗତକାଲି…

1 hour ago