ବ୍ୟବସାୟ ଓ ଅର୍ଥନୀତି

ନଜର ପକାନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ସୁନା ମୂଲ୍ୟ

ଆଜି ଭାରତୀୟ ବଜାରରେ ସୁନା ଦରରେ କିଛିଟା ପରିବର୍ତ୍ତନ ଘଟିଛି। ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୭୨୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୭୪୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୪୫୦ ଟଙ୍କା ଓ ୬୦,୪୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୪୫୦ ଟଙ୍କା ଓ ୬୦,୪୯୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୬୦୦ ଟଙ୍କା ଓ ୬୦,୬୪୦ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୪୫୦ ଟଙ୍କା ଓ ୬୦,୪୯୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୮୦,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Sonalisa

Recent Posts

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

3 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

9 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

24 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

60 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

1 hour ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

1 hour ago