ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ଦର

କେନ୍ୟୁଜ୍(ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ଅପରିବର୍ତ୍ତିତ ରହି  ୫୨,୫୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୨,୫୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୨୦୦ ଟଙ୍କା ଓ ୫୨,୫୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୨,୫୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୮୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୨,୫୯୦ ଟଙ୍କା ରହିଛି ।

ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୮,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.