ବ୍ୟବସାୟ ଓ ଅର୍ଥନୀତି

ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର

ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୭୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୯୧୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୭,୩୫୦ ଟଙ୍କା ଟଙ୍କା ଓ ୬୨,୫୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୮୦୦ ଟଙ୍କା ଓ ୬୧,୯୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୬,୯୫୦ ଟଙ୍କା ଓ ୬୨,୧୨୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୪୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୮୦୦ ଟଙ୍କା ଓ ୬୧,୯୭୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୮,୫୦୦ଟଙ୍କା ରହିଥିବା ନେଇ ହୋଇଛି।

Sonalisa

Recent Posts

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

3 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

9 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

23 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago