Below header

ଆଜି କେତେ ରହିଛି ସୁନାଦର ନଜର ପକାନ୍ତୁ ଏଠାରେ

ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି ।

ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜିବି କିଛିଟା ବଢିଛି ସୁନା ଦର ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୩୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୨,୬୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୧୦୦ ଟଙ୍କା ଟଙ୍କା ଓ ୬୩,୩୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୧୦୦ ଟଙ୍କା ଓ ୬୩,୩୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୩,୫୩୦ ଟଙ୍କା ଓ ୫୮,୨୫୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୧୦୦ ଟଙ୍କା ଓ ୬୩,୩୮୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୭୦୦ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.