ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର

ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି ତେବେ ଜାଣିରଖନ୍ତୁ କେତେ ରହିଛି ଦାମ୍ । ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୧୦୦ ଟଙ୍କା ଓ ୬୩,୪୩୦ ଟଙ୍କା ରହିଛି ।

ଆଜି ସୁନା ଦରରେ ବିଶେଷ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆପଣ ସୁନା ଓ ରୂପା କିଣିବାକୁ ଚାହୁଁଛନ୍ତି ତେବେ ଜାଣିରଖନ୍ତୁ କେତେ ରହିଛି ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୮,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୩,୪୩୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୧୦୦ ଟଙ୍କା ଓ ୬୩,୪୩୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୧୦୦ ଟଙ୍କା ଓ ୬୩,୩୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୫୮,୨୫୦ ଟଙ୍କା ଓ ୬୩,୫୩୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୮,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୪,୦୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୧୦୦ ଟଙ୍କା ଓ ୬୩,୩୮୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୧,୯୦୦ ଟଙ୍କା ରହିଛି ।