ବ୍ୟବସାୟ ଓ ଅର୍ଥନୀତି

ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜିର ଦର

ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର । ତୈଳ କମ୍ପାନୀଗୁଡିକ ଗତକାଲି ସକାଳେ ଜାରି କରିଥିବା ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ  ଏକ ବଡ ପରିବର୍ତ୍ତନ ଦେଖିବାକୁ ମିଳିଥିଲା । ଯାହା ଆଜି ଅପରିବର୍ତ୍ତିତ ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୨ ଟଙ୍କା ୧୫ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩ ଟଙ୍କା ୯୪ ପଇସା ଥିବାବେଳେ ଡିଜେଲ ଦର ୯୦ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

 

Sonalisa

Recent Posts

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

2 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

6 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

39 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

41 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 hours ago