କରୋନାର ଆର୍ଥିକ ସଂକଟ ମଧ୍ୟରେ ଏବେ ସାଧାରଣ ଜନତାଙ୍କୁ ହେଉଛି ମହଙ୍ଗା ମାଡ। ଦେଶରେ ଲଗାତର ପେଟ୍ରୋଲ ଡିଜେଲ ଦର ବଢ଼ିବାରେ ଲାଗିଛି। ଏହା ମଧ୍ୟରେ ଆଜି ପେଟ୍ରୋଲ ଦାମ ସ୍ଥିର ରହିଥିବା ବେଳେ ଡିଜେଲ ଦାମ୍ ବଢିବାରେ ଲାଗିଛି। ଜୁନ୍ରେ ଲଗାତାର ୨୧ ଦିନ ପେଟ୍ରୋଲ – ଡିଜେଲ ଦାମ ବଢିବାକୁ ଲାଗିଥିଲା। ଡିଜେଲ ଦାମ ୨୫ ପଇସା ବୃଦ୍ଧି ପାଇଛି। ସେହିପରି ଭୁବନେଶ୍ୱରରେ ଆଜି ପେଟ୍ରୋଲର ଦାମ ୮୧. ୦୧ଟଙ୍କା ପ୍ରତି ଲିଟର ରହିଥିବାବେଳେ ଡିଜେଲର ଦାମ ରହିଛି ୭୮. ୬୯ ଟଙ୍କା ପ୍ରତି ଲିଟର ରହିଛି।
ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୮୦.୪୩ ପଇସା ଏବଂ ଡିଜଲେ ୮୦. ୭୮ ପଇସା ରହିଛି। ସେହିପରି କଲିକତା, ମୁମ୍ବାଇ, ଚେନ୍ନାଇରେ ପେଟ୍ରୋଲ ଓ ଡିଜେଲ ଦାମ ଯଥାକ୍ରମେ ୮୨,୧୦, ୮୭.୧୯, ୮୩.୬୩ ଟଙ୍କା ରହିଥିବା ବେଳେ ଡିଜେଲ ଦାମ ୭୫.୮୯.୭୯.୦୫ ଏବଂ ୭୭.୯୧ ଟଙ୍କା ରହିଛି।
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…