ବ୍ୟବସାୟ ଓ ଅର୍ଥନୀତି

IIT ବମ୍ବେ ଆଣିଲା ନିଯୁକ୍ତି ସୁଯୋଗ! ଜୁନ୍‌ ୯ ସୁଦ୍ଧା କରନ୍ତୁ ଆବେଦନ; ୨.୧୫ ଲକ୍ଷ ଦରମା

ଭାରତୀୟ ପ୍ରଦ୍ଦ୍ୟୋଗିକୀ ସଂସ୍ଥାନ (IIT) ବମ୍ବେ ଇଞ୍ଜିନିୟର, ଜୁନିଅର ଇଞ୍ଜିନିୟର ଏବଂ ଆସିଷ୍ଟାଣ୍ଟ ପଦଗୁଡ଼ିକୁ ପୂରଣ ପାଇଁ ଆବେଦନ ଆହ୍ଵାନ କରିଛି। ଇଚ୍ଛୁକ ତଥା ଯୋଗ୍ୟ ପ୍ରାର୍ଥୀ, ଯେଉଁମାନେ ଏହି ପଦଗୁଡ଼ିକ ପାଇଁ ଆବେଦନ କରିବାକୁ ଚାହୁଁଛନ୍ତି, ସେମାନେ IIT Bombayର ଅଫିସିଆଲ େଓ୍ଵବ୍‌ସାଇଟ iitb.ac.inକୁ ଯାଇ ଆପ୍ଲାଏ କରି ପାରିବେ। ଏହି ପଦଗୁଡ଼ିକ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।

ଏହା ବ୍ୟତୀତ ଆଶାୟୀମାନେ ସିଧାସଳଖ ଏହି ଲିଙ୍କ୍‌ https://www.iitb.ac.in/en ଉପରେ କ୍ଲିକ୍‌ କରି ମଧ୍ୟ ପଦ ପାଇଁ ଆବେଦନ କରି ପାରିବେ। ଏଥି ସହିତ ଏହି ଲିଙ୍କ୍‌ ଜରିଆରେ ବି ଅଫିସିଆଲ ନୋଟିଫିକେସନ ଦେଖିପାରିବେ। ଏହି ନିଯୁକ୍ତି ପ୍ରକ୍ରିୟା ଅଧୀନରେ ମୋଟ ୩୧ଟି ପଦ ପୂରଣ କରାଯିବ।

IIT Bombay Recruitment 2022ର ଗୁରୁତ୍ୱପୂର୍ଣ୍ଣ ତାରିଖ

ଆବେଦନ କରିବାର ଶେଷ ତାରିଖ: ଜୁନ୍‌ ୯

ଅତିରିକ୍ତ ବିବରଣୀ

ମୋଟ ପଦ ସଂଖ୍ୟା: ୩୧

ଯୋଗ୍ୟତା ମାନଦଣ୍ଡ: ଆଶାୟୀଙ୍କ ପାଖରେ ଅଫିସିଆଲ ନୋଟିଫିକେସନରେ ଦିଆଯାଇଥିବା ମାନଦଣ୍ଡ ଅନୁସାରେ ଯୋଗ୍ୟତା ଥିବା ଦରକାର।

ବେତନ

ସୁପରିଟେଣ୍ଡେଣ୍ଟ୍‌ ଇଞ୍ଜିନିୟର: ବେତନ ସ୍ତର ୧୩ (୧୨୩୧୦୦-୨୧୫୯୦୦)

ଜୁନିଅର ଇଞ୍ଜିନିୟର: ବେତନ ସ୍ତର ୬ (୩୫୪୦୦-୧୧୨୪୦)

ଜୁନିଅର ଆଡ୍‌ମିନିଷ୍ଟ୍ରେଟିଭ୍‌ ଆସିଷ୍ଟାଣ୍ଟ: ବେତନ ସ୍ତର ୩ (୨୧୭୦୦-୬୯୧୦୦)

Roshni

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…

7 hours ago

ହିଟ୍ ୱେଭ ଆକ୍ସନ ପ୍ଲାନ, ମେଡିକାଲ ପ୍ରସ୍ତୁତି ନେଇ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍‌): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…

10 hours ago

ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍‌): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…

10 hours ago

ପୋଲିସ ଉପରେ ଆକ୍ରମଣ ; ୩୮ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ମୟୂରଭଞ୍ଜ (କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…

11 hours ago

ବିସ୍ଫୋରଣ ଦେଇଗଲା ଦୁଃଖ, ପରିବାର ଚଳିବ କେମିତି ?

ଭାବ ଭକ୍ତିରେ ବନ୍ଧା ହେ ମହାବାହୁ …ତୁମ ଚନ୍ଦନ ଯାତ୍ରାରେ ଏଭଳି ଅଘଟଣ ଘଟିବ …ସେ ପୁଣି ତୁମେ ପ୍ରଭୁ…

11 hours ago

ଲୁହା ପାଇପ ଚୋରା ଚାଲାଣ ମାମଲାରେ ଟୁଙ୍ଗୁରୁ ଭୋଳ ସମେତ ୧୧ ଗିରଫ

ଭୁବନେଶ୍ୱର(କେନ୍ୟୁଜ୍‌): ପୁଣି ଚର୍ଚ୍ଚାକୁ ଆସିଲେ ଅଟୋ ଚାଳକ ଟୁଙ୍ଗୁରୁ ଭୋଳ । ପୂର୍ବରୁ ପରକୀୟା ପ୍ରୀତି ଅଭିଯୋଗରେ ଚର୍ଚ୍ଚାରେ ରହିଥିବା…

13 hours ago