ବ୍ୟବସାୟ ଓ ଅର୍ଥନୀତି

ଭୁବନେଶ୍ବରରେ ସାମାନ୍ୟ ବଢ଼ିଲା ପେଟ୍ରୋଲ ଦର; ଘରୁ ବାହାରିବା ପୂର୍ବରୁ ଯାଞ୍ଚ କରନ୍ତୁ ଆଜିର ମୂଲ୍ୟ…

ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି ଥିବା ଦେଖିବାକୁ ମିଳିଛି । ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୫୪ ପଇସା ରହିଛି । ଡିଜେଲ ଦର ୯୩ ଟଙ୍କା ୧୦ ପଇସା ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୨ ଟଙ୍କା ୧୫ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩ ଟଙ୍କା ୯୪ ପଇସା ଥିବାବେଳେ ଡିଜେଲ ଦର ୯୦ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

 

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago