ନୂଆଦିଲ୍ଲୀ : ୨୦୨୧-୨୧ ଆର୍ଥିକ ବର୍ଷ ପାଇଁ ଇପିଏଫ୍ ସୁଧ ରେଟ୍ ୮.୫ ପ୍ରତିଶତ ରହିବ ବୋଲି ନିଶ୍ଚିତ କରାଯାଇଛି । ପୂର୍ବ ଆର୍ଥିକ ବର୍ଷରେ ମଧ୍ୟ ସୁଧ ରେଟ୍ ଏହାହିଁ ଥିଲା ବୋଲି ଜଣାପଡ଼ିଛି । ଶ୍ରୀନଗରରେ ହୋଇଥିବା ଇପିଏଫ୍ଓ କେନ୍ଦ୍ରୀୟ ଟ୍ରଷ୍ଟି ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।
ପୂର୍ବ ଆର୍ଥିକ ବର୍ଷ ପାଇଁ ମଧ୍ୟ ବୋର୍ଡ ଇପିଏଫ୍ ସୁଧ ରେଟ୍ ୮.୫ ପ୍ରତିଶତ ରଖିବା ପାଇଁ ସୁପାରିଶ କରିଥିଲେ ।
ଏହାପୂର୍ବରୁ ୨୦୧୮-୧୯ ଆର୍ଥିକ ବର୍ଷରେ ଇପିଏଫ୍ ଜମାକାରୀଙ୍କୁ ଜମା ରାଶି ଉପରେ ୮.୬୫ ପ୍ରତିଶତ ସୁଧ ମିଳୁଥିଲା ।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…