ବ୍ୟବସାୟ ଓ ଅର୍ଥନୀତି

କମିଲା ସୁନା ଦର, ଆଜି ହିଁ ଘରକୁ ଆଣନ୍ତୁ ନିଜ ପସନ୍ଦର ଗହଣା

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୯୮୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୪୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୯୫୦ ଟଙ୍କା ଓ ୪୯,୪୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୧,୫୮୦ ଟଙ୍କା ଓ ୫୦,୫୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୯୮୦ ଟଙ୍କା ଓ ୫୦,୪୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୩,୯୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୯,୪୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୬୦୦ ଟଙ୍କା ଓ ୫୦,୯୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୯,୦୦୦ ଟଙ୍କା ପହଞ୍ଚିଥିବା ନେଇ ରେକର୍ଡ ହୋଇଛି।

WCW 11

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

9 hours ago

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶ୍ରୀଜୀଉଙ୍କୁ ସସ୍ତ୍ରୀକ ଦର୍ଶନ କରିଛନ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶରେ…

10 hours ago

ଆସନ୍ତାକାଲିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆସନ୍ତାକାଲିଠୁ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…

11 hours ago