ବ୍ୟବସାୟ ଓ ଅର୍ଥନୀତି

୧୦୦୦ ଟଙ୍କା କମିଲା ସୁନା, ଆଜି ହିଁ କିଣି ଆଣନ୍ତୁ ମନ ପସନ୍ଦର ଗହଣା

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୪୮,୩୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ରେକର୍ଡ ସଂଖ୍ୟକ ୧,୦୧୦ ଟଙ୍କା କମି ୫୧,୫୦୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୪୯୦ ଟଙ୍କା ଓ ୪୯,୬୩୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୯୦୦ ଟଙ୍କା ଓ ୪୮,୯୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୧୩୦ ଟଙ୍କା ଓ ୫୧,୫୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୦୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୨୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୪୦୦ ଟଙ୍କା ଓ ୫୧,୧୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ଅପରିବର୍ତ୍ତିତ ରହିଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

WCW 11

Recent Posts

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

2 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

30 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

49 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

57 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago