ଆଜି ରାଜଧାନୀ ଭୁବନେଶ୍ୱରରେ ଜାଣନ୍ତୁ ସୁନା ଦର କେତେ ରହିଛି

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୦୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୯୬୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୦୫୦ ଟଙ୍କା ଓ ୫୮,୯୬୦ ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ଆଜି ସୁନା ଦରରେ ହୋଇଛି ପରିବର୍ତ୍ତନ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୦୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୯୬୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୦୫୦ ଟଙ୍କା ଓ ୫୮,୯୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେ ଟ୍ ମୂଲ୍ୟ ୫୪,୦୫୦ ଟଙ୍କା ଓ ୫୮,୯୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୨୦୦ ଟଙ୍କା ଓ ୫୯,୧୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୪୬୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୪୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୦୫୦ ଟଙ୍କା ଓ ୫୮,୯୬୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.