ବ୍ୟବସାୟ ଓ ଅର୍ଥନୀତି

କମିଲା ସୁନା-ରୁପା ଦର, ଆଜି ହିଁ ଘରକୁ ନେଇ ଆସନ୍ତୁ ଆପଣଙ୍କ ମନ ପସନ୍ଦର ଗହଣା

ଗତକାଲି ଠାରୁ ସାମାନ୍ଯ କମିଛି ସୁନା ଦର। ତୁଳନା କଲେ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୬୩୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୬୩୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୨୩୦ ଟଙ୍କା ଓ ୪୮,୮୦୦ ଟଙ୍କା ଛୁଇଁଛି।

ସେହିଭଳି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୦,୬୩୦ ଟଙ୍କା ଓ ୪୯,୬୩୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୦୦୦ ଟଙ୍କା ଓ ୪୯,୫୦୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୩,୨୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୮,୮୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୪୪୦ ଟଙ୍କା ଓ ୪୯,୭୪୦ଟଙ୍କା ରହିଛି । ଅନ୍ୟପଟେ ରୁପା ଦର ଆଜି କିଲୋଗ୍ରାମ ପ୍ରତି ୬୦,୬୦୦ଟଙ୍କା ଥିବା ରେକର୍ଡ ହୋଇଛି।

 

KNews Bureau

Recent Posts

କଟକରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

5 seconds ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

25 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

35 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

2 hours ago