ବ୍ୟବସାୟ ଓ ଅର୍ଥନୀତି

ପୁଣି ବଢ଼ିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ଦାମ୍

କେନ୍ୟୁଜ୍(ବ୍ୟୁରୋ): ଆଜି ସୁନା ଦରରେ ହୋଇଛି ପରିବର୍ତ୍ତନ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୩,୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୭୫୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୮୫୦ ଟଙ୍କା ଓ ୫୮,୭୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୩,୮୫୦ ଟଙ୍କା ଓ ୫୮,୭୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୪୦୦ ଟଙ୍କା ଓ ୫୮,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୩୭୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୩୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୮୫୦ ଟଙ୍କା ଓ ୫୮,୭୬୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

24 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

26 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

32 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

41 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

41 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

59 mins ago