ବ୍ୟବସାୟ ଓ ଅର୍ଥନୀତି

ଆଜି ରାଜଧାନୀ ଭୁବନେଶ୍ୱରରେ ଜାଣନ୍ତୁ ସୁନା ଦର କେତେ ରହିଛି

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହରମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୦୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୯୬୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୦୫୦ ଟଙ୍କା ଓ ୫୮,୯୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୦୫୦ ଟଙ୍କା ଓ ୫୮,୯୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୨୦୦ ଟଙ୍କା ଓ ୫୯,୧୨୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୩୫୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୨୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୦୫୦ ଟଙ୍କା ଓ ୫୮,୯୬୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

7 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

32 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

41 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

2 hours ago