ବିବାହ ଋତୁରେ କମିଲା ସୁନା – ରୁପା ଦର, ଚେକ୍‌ କରିଦିଅନ୍ତୁ କେତେ ରହିଛି ଦାମ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୫୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ହୋଇଛି।

ସବୁଦିନ ଅପେକ୍ଷା ଆଜି ସୁନା ଦରରେ ବଡ଼ ପରିବର୍ତ୍ତନ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୪୫୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେ ଟ୍ ମୂଲ୍ୟ ୫୪,୫୦୦ ଟଙ୍କା ଓ ୫୯,୮୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୬୫୦ ଟଙ୍କା ଓ ୫୯,୬୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୮୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୫୦୦ ଟଙ୍କା ଓ ୫୯,୪୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୨,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

You might also like