ବ୍ୟବସାୟ ଓ ଅର୍ଥନୀତି

ପୁଣି ବଢ଼ିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୧୩୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୨୦୦ ଟଙ୍କା ଓ ୫୯,୧୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୨୦୦ ଟଙ୍କା ଓ ୫୯,୧୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୩୦୦ଟଙ୍କା ଓ ୫୯,୨୨୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୫୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୨୦୦ ଟଙ୍କା ଓ ୫୯,୧୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୮୦୦ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

1 hour ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

4 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

5 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

5 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

7 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

8 hours ago