ଭୁବନେଶ୍ୱରରେ ସାମାନ୍ୟ ବଢିଛି ସୁନା ଦର, ଜାଣନ୍ତୁ କେତେ ରହିଛି ମୂଲ୍ୟ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୨,୩୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୧୪୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୧୦୦ ଟଙ୍କା ଓ ୫୭,୯୩୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୩,୧୦୦ ଟଙ୍କା ଓ ୫୭,୯୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୩,୨୫୦ ଟଙ୍କା ଓ ୫୮,୦୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୧୦୦ ଟଙ୍କା ଓ ୫୭,୯୩୦ ଟଙ୍କା ରହିଛି।

ଅନ୍ୟପଟେ ରୁପା ମୂଲ୍ୟ ଆଜି ବଢିଛି । ଆଜି କିଲୋଗ୍ରାମ ପ୍ରତି ରୁପା ଦର ୭୨,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.