କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୦୦ ଟଙ୍କା କମି ୪୬,୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୪୦ ଟଙ୍କା କମି ୫୧,୧୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୭୫୦ ଟଙ୍କା ଓ ୪୮,୮୨୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୦୦୦ ଟଙ୍କା ଓ ୪୯,୦୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୦୦ ଟଙ୍କା ଓ ୫୧,୧୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୨୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୪୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୦୭୦ ଟଙ୍କା ଓ ୫୦,୭୭୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦୦ ଟଙ୍କା କମି ୬୯,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…