ବ୍ୟବସାୟ ଓ ଅର୍ଥନୀତି

ଆଜି ସୁନା କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଆଜିର ମୂଲ୍ଯ

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ତାହେଲେ ପ୍ରତିଦିନ ଏଠାରେ ପାଇପାରିବେ ସୁନା ମୂଲ୍ୟର ତାଜା ଅପଡେଟ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି  ୪୪,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୫,୭୫୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୫୫୦ ଟଙ୍କା ରହିଥିବାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୫୧୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୪,୭୫୦ ଟଙ୍କା ଓ ୪୫,୭୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୭୦୦ ଟଙ୍କା ଓ ୪୯,୮୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୩,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୭,୭୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୮୫୦ ଟଙ୍କା ଓ ୪୮,୫୫୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୩୦୦ ଟଙ୍କା ବଢ଼ି ୬୬,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Sonalisa

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

10 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

12 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

53 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago