ବ୍ୟବସାୟ ଓ ଅର୍ଥନୀତି

କମିଲା ସୁନା ଦର, ଜାଣନ୍ତୁ ଆଜି ପୁଣି କେତେ କମିଲା ସୁନା ଦାମ୍

କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୬୦ ଟଙ୍କା କମି ୪୭,୬୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୬୦୦ ଟଙ୍କା ହୋଇଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୫୦୦ ଟଙ୍କା ଓ ୪୯,୬୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୬୦୦ ଟଙ୍କା ଓ ୪୮,୬୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୬୫୦ ଟଙ୍କା ଓ ୫୧,୮୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୭୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୯୦୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୭୭୦ ଟଙ୍କା ଓ ୫୦,୪୦୦ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ହ୍ରାସ ପାଇଛି। ଆଜି ରୂପା କିଲୋଗ୍ରାମ ପ୍ରତି ୪୦୦ ଟଙ୍କା କମି ୭୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Swagatika

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି କୌଣସି ପ୍ରକାରର ନୂଆ ଯୋଜନା କରିବେ ଏବଂ ସେଥିରେ ସଫଳ ହେବେ

ମେଷ: ଆପଣଙ୍କର କିଛି ନୂଆ କାମରେ ରୁଚି ବଢିବ । ଆଥିକ ସ୍ଥିତି ପୂର୍ବ ଅପେକ୍ଷା ସୁଦୃଢ ହେବ ।…

4 hours ago

୨୦ରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ, ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ହେବେ କାମଚଳା ବାଚସ୍ପତି

ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ। ୧୯ ତାରିଖରେ ବାଚସ୍ପତି ପଦ ପାଇଁ ନମାଙ୍କନ ଦାଖଲ ହେବ…

5 hours ago

ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ : ଭାରତରେ ଏକ ନମ୍ବର ଓ ବିଶ୍ୱରେ ଷଷ୍ଠ ସ୍ଥାନରେ ରହିଛି କିଟ୍‍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର (କେନ୍ୟୁଜ): ପ୍ରତିବର୍ଷ ପରି ଚଳିତ ବର୍ଷ ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ ପ୍ରକାଶ ପାଇଛି।…

6 hours ago

ବଜ୍ରାପାତରେ ଜଣେ ମୃତ, ମା’ କିଚକେଶ୍ୱରୀ ଦେବୀ ମନ୍ଦିର କଳସ ଭାଙ୍ଗିଲା

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ଅପରାହ୍ନରେ କିଛି କିଛି ସ୍ଥାନରେ ଘଡଘଡି ସହିତ ହାଲୁକା ବର୍ଷା ଲାଗି…

7 hours ago

ଆଖି ପିଛୁଳାକେ ଚାଲି ଯାଇଥାନ୍ତା ଜୀବନ, ରେଳ ଯାତ୍ରୀଙ୍କୁ ବଞ୍ଚାଇ ଦେଲେ ସୁରକ୍ଷା କର୍ମୀ

କଟକ (କେନ୍ୟୁଜ୍‌) : ଜୀବନ ବଞ୍ଚାଇ ଦେଲେ ରମେଶ। କଟକ ରେଳବାଇ ପୋଲିସ୍‌ କର୍ମଚାରୀଙ୍କ ସାହସିକତା ପାଇଁ ବଞ୍ଚି ଗଲା…

8 hours ago

ବିଜେପି ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଏମିତି ଆସିଥିଲେ କିଛି ନିଆରା ବ୍ୟକ୍ତି

ଭୁବନେଶ୍ୱର: ଚାରିଆଡ଼େ ପରିବର୍ତ୍ତନର ସ୍ୱର । ଓଡ଼ିଶା ରାଜନୀତିରେ ହୋଇଛି ବଡ଼ ପରିବର୍ତ୍ତନ । ଦୀର୍ଘ ୨୪ ବର୍ଷ ଧରି…

8 hours ago