ଆଜି ପରିବର୍ତ୍ତନ ହୋଇଛି ସୁନା ଦର, ନଜର ପକାନ୍ତୁ କ’ଣ ରହିଛି ଆଜିର ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର।  ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ସାମାନ୍ୟ ହ୍ରାସ ପାଇ ଦଶ ଗ୍ରାମ ପ୍ରତି ୫୫,୭୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୮୮୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୯୪୦ ଟଙ୍କା ଓ ୬୧ ,୦୩୦ ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ):  ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର।  ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ସାମାନ୍ୟ ହ୍ରାସ ପାଇ ଦଶ ଗ୍ରାମ ପ୍ରତି ୫୫,୭୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୮୮୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୯୪୦ ଟଙ୍କା ଓ ୬୧ ,୦୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୬୫୦ ଟଙ୍କା ଓ ୬୧,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୦୯୦ ଟଙ୍କା ଓ ୬୧,୧୮୦ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୯୪୦ ଟଙ୍କା ଓ ୬୧ ,୦୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୮,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.