ଆଜି ଭାରତୀୟ ବଜାରରେ ସ୍ଥିର ରହିଛି ସୁନା ଦର, ଜାଣନ୍ତୁ ଦାମ୍

ଆଜି ଭାରତୀୟ ବଜାରରେ ସ୍ଥିର ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୩୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୪୪୦ ଟଙ୍କା ଓ ୪୯,୭୦୦ ଟଙ୍କା ହୋଇଛି।

 

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୧୦ ଟଙ୍କା ଓ ୫୧,୭୨୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୭,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.