ବ୍ୟବସାୟ ଓ ଅର୍ଥନୀତି

ବିବାହ ସିଜିନ ଆରମ୍ଭରୁ ଲଗାତାର ବଢୁଛି ଦାମ୍, ଜାଣନ୍ତୁ ଆଜି କେତେ ରହିଛି ସୁନା ଦର

ବିବାହ ସିଜିନ ଆରମ୍ଭରୁ ଲଗାତାର ଭାବରେ ବଢୁଛି ଦାମ୍ ।  ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୭,୭୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୬,୦୬୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୮,୪୦୦ ଟଙ୍କା ଟଙ୍କା ଓ ୬୩ ,୭୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୮,୨୦୦ ଟଙ୍କା ଓ ୬୩ ,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୮,୩୫୦ ଟଙ୍କା ଓ ୬୩ ,୬୪୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୮,୨୦୦ ଟଙ୍କା ଓ ୬୩ ,୪୯୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୯ ,୦୦୦ ଟଙ୍କା ରହିଥିବା ନେଇ ହୋଇଛି।

Swagatika

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

4 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

13 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

21 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

38 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

53 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago