ଜାଣନ୍ତୁ ଆଜିର ସୁନା ମୂଲ୍ଯର ତାଜା ଅପଡେଟ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୫୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୪୭,୫୯୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୮୧୦ ଟଙ୍କା ଓ ୪୯,୯୬୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୫୯୦ ଟଙ୍କା ଓ ୪୭,୫୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୭୬୦ ଟଙ୍କା ଓ ୫୦,୭୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୧୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୩୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୧୭୦ ଟଙ୍କା ଓ ୫୦,୭୫୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା ବଢ଼ି ୭୨,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.