ଅଳ୍ପ କମିଛି ସୁନା ଦାମ, କିଣିବା ପୂର୍ବରୁ ନିଶ୍ଚୟ ପଢ଼ିନିଅନ୍ତୁ ଆଜି କେତେ ଅଛି ସୁନା ଦାମ୍‌

ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୫,୩୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧,୨୮୦ ଟଙ୍କା ରହିଛି ।

ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୫,୩୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୧,୨୮୦ ଟଙ୍କା ରହିଛି । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ଦର ୬୫ ହଜାର ୩୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ୍ ସୁନା ଦର ୭୧ ହଜାର ୨୯୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୫,୩୪୦ ଟଙ୍କା ଓ ୭୧,୨୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୫,୪୯୦ ଟଙ୍କା ଓ ୭୧,୪୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୧୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨,୧୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୫,୩୪୦ ଟଙ୍କା ଓ ୭୧,୨୮୦ ଟଙ୍କା ରହିଛି । ଅନ୍ୟ ପଟେ ରୁପାଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୩ ହଜାର ୪୦୦ ଟପିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.