ସୁନା ମୂଲ୍ୟରେ ଆସିଛି ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଦଶ ଗ୍ରାମ ପ୍ରତି କେତେ ରହିଛି ଦର
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୧୮୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୨୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୫୪୦ ଟଙ୍କା ଟଙ୍କା ଓ ୬୦,୫୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୫୪୦ଟଙ୍କା ଓ ୬୧,୫୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୫,୬୯୦ ଟଙ୍କା ଓ ୬୦,୭୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୦୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୫୪୦ ଟଙ୍କା ଓ ୬୦,୫୯୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୦୦୦ଟଙ୍କା ରହିଥିବା ନେଇ ହୋଇଛି।