ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ସାମାନ୍ୟ ବଢିଲା ସୁନାଦର। ଗତକାଲି ତୁଳନାରେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୨୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧,୨୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୪୭,୬୧୦ ଟଙ୍କା ଓ ୨୪ କ୍ୟାରେଟ ସୁନାଦର ୫୧,୯୩୦ ଟଙ୍କା ଥିବା ରେକର୍ଡ ହୋଇଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫୦,୨୬୦ ଟଙ୍କା ଓ ୫୧,୨୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୬୫୦ ଟଙ୍କା ଓ ୫୪,୧୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୪୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୯୮୦ ଟଙ୍କା ଓ ୫୨,୬୮୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୬୦୦ ଟଙ୍କା ବୃଦ୍ଧି ପାଇଛି। ଯାହା ଦ୍ୱାରା ଆଜି ରୁପା ମୂଲ୍ୟ ୬୨,୮୦୦ଟଙ୍କା ଥିବା ରେକର୍ଡ ହୋଇଛି।

KNews Bureau

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

3 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

15 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

25 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

28 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago