ବ୍ୟବସାୟ ଓ ଅର୍ଥନୀତି

କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ଅଛି ଦାମ୍

କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୬୦ ଟଙ୍କା କମି ୪୭,୮୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୪୮,୮୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୮୮୦ ଟଙ୍କା ଓ ୪୮,୮୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୯୫୦ ଟଙ୍କା ଓ ୫୨,୩୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୩୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୦,୯୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ସ୍ଥିର ରହିଛି । ଆଜି ରୂପା କିଲୋଗ୍ରାମ ପ୍ରତି ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

KNews Bureau

Recent Posts

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

3 mins ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

46 mins ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

1 hour ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

2 hours ago

ବିଜୟଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ, ସହାୟତା ପାଇଁ କରୁଛନ୍ତି ନିବେଦନ

ବୌଦ୍ଧ : ଚାଲିବାକୁ ଏହି ବାଡି ଖଣ୍ଡିକ ହିଁ ସାହାରା । ତଥାପି ପାଖରେ କେହି ଜଣେ ନ ରହିଲେ…

2 hours ago

ସେଲ୍ଫି ନେଲା ଦୁଇ ଜୀବନ, ଗୁମ୍ମାଝରଣ ଜଳପ୍ରପାତରେ ବୁଡିଯାଇ ମୃତ୍ୟୁ

ମାଲକାନଗିରି : ସେଲ୍ଫି ନେବାବେଳେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ମାଲକାନଗିରି ଜିଲ୍ଲା ଗୁମ୍ମାଝରଣ ଜଳପ୍ରପାତ ନିକଟରେ ସେଲଫି…

3 hours ago