ବ୍ୟବସାୟ ଓ ଅର୍ଥନୀତି

କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍

କମିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୧୦ ଟଙ୍କା କମି ୪୬,୫୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୨୦ ଟଙ୍କା କମି ୫୦,୭୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୨୫୦ ଟଙ୍କା ଓ ୪୮,୪୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୪୧୦ ଟଙ୍କା ଓ ୪୭,୪୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୫୫୦ ଟଙ୍କା ଓ ୫୦,୭୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୭୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୮୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୮୫୦ ଟଙ୍କା ଓ ୪୯,୫୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

WCW 11

Recent Posts

ପୁଲୱାମାରେ ଏନକାଉଣ୍ଟର: ଘର ଭିତରେ ଲୁଚିଛନ୍ତି ୨ ଲସ୍କର କମାଣ୍ଡର

ଜମ୍ମୁ କାଶ୍ମୀର : ଜମ୍ମୁ କାଶ୍ମୀର ପୁଲୱାମାରେ ଏନକାଉଣ୍ଟର । ସୁରକ୍ଷାବାହିନୀ-ଆତଙ୍କବାଦୀ ଗୁଳି ବିନିମୟ । ପୁଲୱାମା ନିହାମ ଅଞ୍ଚଳରେ…

3 mins ago

ଝିଅ ସହ Yachtରେ ନଜର ଆସିଲେ ପ୍ରିୟଙ୍କା ଚୋପ୍ରା, ଫ୍ୟାନ୍ସଙ୍କ ହୃଦୟ ଜିତିଲା ମାଳତୀଙ୍କ କ୍ୟୁଟନେସ୍

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ଯାତ୍ରା କରିଛନ୍ତି । ତେଣୁ ଆଜି ତାଙ୍କୁ ଏକ ଗ୍ଲୋବାଲ ଷ୍ଟାର…

13 mins ago

ଝାଡ଼ଖଣ୍ଡ ବିଧାନସଭା ନିକଟରେ ପହଞ୍ଚିଲା ଜଙ୍ଗଲି ହାତୀ, ରାତି ସାରା ପୋଲିସ ନାକେଦମ୍‌

ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ଶନିବାର ବିଳମ୍ବିତ ରାତିରେ ଏକ ଜଙ୍ଗଲି ହାତୀ ଆତଙ୍କ ଖେଳାଇଥିଲା । ରାଞ୍ଚି ଜନବସତି ଅଞ୍ଚଳକୁ…

40 mins ago

ସୂର୍ଯ୍ୟୋଦୟର ଏକ ଘଣ୍ଟା ପୂର୍ବରୁ ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ

ଆକାଶରେ ବିରଳ ମହାଜାଗତିକ ଘଟଣା । ଗୋଟିଏ ସରଳ ରେଖାରେ ସୌର ମଣ୍ଡଳର ୬ ଗ୍ରହ ।  ପରେଡ୍  କଲା…

40 mins ago

ମୁଖ୍ୟ ନିର୍ବାଚନ କିମଶନଙ୍କ ପ୍ରେସମିଟ୍‌, ୩୧ କୋଟିରୁ ଅଧିକ ମହିଳା ଭୋଟର ଦେଇଛନ୍ତି ଭୋଟ୍‌

ଲୋକସଭା ନିର୍ବାଚନ ଗଣତି ପୂର୍ବରୁ ନିର୍ବାଚନ ଆୟୋଗ ପ୍ରେସମିଟ୍‌ କରିଛନ୍ତି । ଚଳିତଥର ମତଦାନରେ ଭାରତ ଐତିହାସିକ ରେକର୍ଡ ହାସଲ…

48 mins ago

ଦମଦାର ଫିଚର୍ସ ସହ ଲଞ୍ଚ ହେଲା Redmi Note 13R 5G, ଜାଣନ୍ତୁ ଦାମ୍

Redmi Note 13 ସିରିଜରେ ଆଉ ଏକ ଶସ୍ତା 5G ସ୍ମାର୍ଟଫୋନ୍ ଲଞ୍ଚ କରାଯାଇଛି । ରେଡମିର ଏହି 5G…

55 mins ago