ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜି ୧୦ ଗ୍ରାମ ପ୍ରତି କେତେ ଅଛି ସୁନା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବୃଦ୍ଧି ପାଇ ୪୬,୯୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦ ଟଙ୍କା ବୃଦ୍ଧି ପାଇ ୪୭,୯୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୬୫୦ ଟଙ୍କା ଓ ୪୮,୭୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୯୮୦ ଟଙ୍କା ଓ ୪୭,୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୮୦୦ ଟଙ୍କା ଓ ୫୦,୮୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୬୪୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୨୦୦ ଟଙ୍କା ଓ ୪୯,୯୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ଗ୍ରାମ ପ୍ରତି ୧୦୦୦ ଟଙ୍କା କିମିଛି। ଆଜି ରୂପା କିଲୋଗ୍ରାମ ପ୍ରତି ୬୯,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago