ଜାଣନ୍ତୁ ଆଜିର ସୁନା-ରୂପା ଦରର ତାଜା ଅପଡେଟ

ଆଜି ଭାରତୀୟ ବଜାରରେ ସ୍ଥିର ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୩୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୪୪୦ ଟଙ୍କା ଓ ୪୯,୭୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୩୯୦ ଟଙ୍କା ଓ ୪୮,୩୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୪୧୦ ଟଙ୍କା ଓ ୫୧,୭୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୬୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୭୮୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୧୦ ଟଙ୍କା ଓ ୫୧,୭୨୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା କମି ୬୭,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛ

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.