ବ୍ୟବସାୟ ଓ ଅର୍ଥନୀତି

ସୁନା ମୂଲ୍ୟର ଆଜିର ତାଜା ଅପଡେଟ୍‌, କିଣିବା ପୂର୍ବରୁ ଜଲଦି ଜାଣନ୍ତୁ ନୂଆ ଦର

ଆଜି ଅପରିବର୍ତ୍ତିତ ରହିଛି ସୁନା ଦର। ଗତକାଲି ଆଉ ଆଜି ଭିତରେ କୌଣସି ପରିବର୍ତ୍ତନ ହୋଇନାହିଁ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭,୩୬୦ ଟଙ୍କା ଓ ୫୧,୬୭୦ ଟଙ୍କା ହୋଇଛି। ସେହିପରି ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୫୬୦ ଟଙ୍କା ବଢ଼ି ୪୭,୩୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୬୨୦ ଟଙ୍କା ବଢ଼ି ୫୧,୬୭୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୩୬୦ ଟଙ୍କା ଓ ୫୧,୬୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୪୬୦ ଟଙ୍କା ଓ ୫୧,୭୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୫୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୩୬୦ ଟଙ୍କା ଓ ୫୧,୬୭୦ ଟଙ୍କା ରହିଛି ।

ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୮୫୦ ଟଙ୍କା ବଢ଼ି ୬୧,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Pritiparna

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

6 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

7 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

48 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago