ପ୍ରତ୍ୟେକ ଦିନ ସୁନା ଓ ରୁପା ଦରରେ ପରିବର୍ତ୍ତନ ହୋଇଥାଏ। ତେଣୁ ଆଜି ମଧ୍ୟ ଭାରତୀୟ ବଜାରରେ ସୁନା ମୂଲ୍ୟ ପରିବର୍ତ୍ତନ ହୋଇଛି। ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭ ହଜାର ୮୭୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨ ହଜାର ୧୭୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ ଏବଂ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭ ହଜାର ୯୦୦ ଟଙ୍କା ଓ ୫୧ ହଜାର ୨୫୦ ଟଙ୍କା ରହିଛି।
ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଏବଂ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୪୭ ହଜାର ୯୦୦ ଟଙ୍କା ଓ ୫୨ ହଜାର ୨୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭ ହଜାର ୯୦୦ ଟଙ୍କା ଓ ୫୨ ହଜାର ୨୫୦ ଟଙ୍କା ରହିଛି।
ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭ ହଜାର ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨ ହଜାର ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭ ହଜାର ୯୦୦ ଟଙ୍କା ଓ ୫୨ ହଜାର ୨୫୦ ଟଙ୍କା ରହିଛି। ଆଜି ରୁପା ମୂଲ୍ୟ ବଢ଼ିଛି। ରୁପା ଦର କିଲୋଗ୍ରାମ ପ୍ରତି ୬୨ ହଜାର ଟଙ୍କା ଥିବା ନେଇ ରେକର୍ଡ ହୋଇଛି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…