ବ୍ୟବସାୟ ଓ ଅର୍ଥନୀତି

ଭୁବନେଶ୍ୱରରେ ସ୍ଥିର ରହିଛି ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ ବଢିଛି ନା କମିଛି

ସୁନା କିଣିବାକୁ ଚାହୁଁଥିଲେ ଆପଣ ଆଜି ଆପଣଙ୍କ ସହରରେ କେତେ ସୁନା ଦର ରହିଛି ଜାଣି ରଖନ୍ତୁ। ଆଜି ଭାରତୀୟ ବଜାରରେ ସୁନା ଦାମରେ କିଛିଟା ପରିବର୍ତ୍ତନ ଆସିଥିବା ଲକ୍ଷ କରାଯାଇଛି । ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୪୬ ହଜାର ୮୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୧ ହଜାର ୧୭୦ ଟଙ୍କା ରହିଥିବା ଜଣାପଡ଼ିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦାମ୍‌ ବଢି ଏବେ ୨୨ କ୍ୟାରେଟ ସୁନା ଦର ୪୭ ହଜାର ୭୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୨ ହଜାର ୧୨୦ ଟଙ୍କା ଛୁଇଁଛି । ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭, ୭୫୦ ଟଙ୍କା ଓ ୫୨ ହଜାର ୧୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୭୫୦ ଟଙ୍କା ଓ ୫୨, ୧୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭, ୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୧୨୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭, ୭୫୦ ଟଙ୍କା ଓ ୫୨ ହଜାର ୧୦୦ ଟଙ୍କା ରହିଛି। ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ସାମାନ୍ୟ ବଢି ୬୧ ହଜାର ୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି। ତେବେ ରଜ ବଜାର ପରେ ସୁନା ଓ ରୂପା ମୂଲ୍ୟରେ କିଛିଟା ବୃଦ୍ଧି ଘଟିଥିବା ଲକ୍ଷ କରାଯାଇଛି।

Barsha

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

21 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

29 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

45 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago