ବ୍ୟବସାୟ ଓ ଅର୍ଥନୀତି

ଧନତେରସ ପାଇଁ ଭୁବନେଶ୍ୱରରେ କମିଲା ସୁନା ଦର, ଆଜି ହିଁ କିଣି ଆଣନ୍ତୁ

କେନ୍ୟୁଜ୍: ଆପଣ ଯଦି ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ହିଁ କିଣି ଆଣନ୍ତୁ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୮୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୦,୦୬୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬, ୨୫୦ ଟଙ୍କା ଓ ୫୦, ୪୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୨୫୦ ଟଙ୍କା ଓ ୫୦,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୩୫୦ ଟଙ୍କା ଓ ୫୦, ୬୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬, ୨୫୦ ଟଙ୍କା ଓ ୫୦, ୪୫୦ ଟଙ୍କା ରହିଛି। ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୬,୧୫୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

18 mins ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

35 mins ago

କାମ ସାରି ଗଛ ମୂଳେ ବିଶ୍ରାମ ନେଉଥିଲେ, ହଠାତ୍‌ ମାରିଲା ବିଜୁଳି ଚାଲିଗଲା ୨ ଯୁବକଙ୍କ ଜୀବନ

ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…

39 mins ago

ପୁରୀ ବାଣ ବିସ୍ଫୋରଣ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…

1 hour ago

ତିହାର ଜେଲରେ ପହଞ୍ଚିଲେ କେଜ୍ରିଓ୍ଵାଲ, ଯିବା ପୂର୍ବରୁ କହିଲେ… ଆପଣ ଖୁସିରେ ରହିଲେ ମୁଁ ଖୁସିରେ ରହିବି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…

2 hours ago

ନିର୍ଵାଚନ ପରବର୍ତ୍ତୀ ହିଂସା, ଦୁଇ ପରିବାରରୁ ୭ ଆହତ

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…

2 hours ago